Masthead

ଶିଶୁପୁତ୍ର ଅପହରଣ

କାଶୀନଗର(ବଡ଼ ଖବର ବ୍ୟୁରୋ): ଗାଁ ଦାଣ୍ଡରୁ ଶିଶୁ ଅପହରଣ । ଗଜପତି ଜିଲ୍ଲା କାଶୀନଗରରେ ଘଟିଛି ଏଭଳି ଘଟଣା । କାଶୀନଗର କୁମୁଟିସାହିର ୬ ବର୍ଷର ଜାମି ହାର୍ଦ୍ଦିକ ଗାଁ ଦାଣ୍ଡରେ ଖେଳୁଥିଲେ । ହଠାତ୍ ୨ଜଣ ଅଜଣା ବ୍ୟକ୍ତି ବାଇକରେ ଆସି ତାଙ୍କୁ ଅପହରଣ କରିନେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି । ପୋଲିସ ଅପହୃତ ହାର୍ଦ୍ଦିକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି