Masthead

କିଡନୀ ରୋଗ ଆତଙ୍କ

ଘସିପୁରା (ବଡ଼ ଖବର ବ୍ୟୁରୋ): କିଡନୀ ରୋଗରେ ଦୁଇ ତିନି ବର୍ଷ ଭିତରେ ଗଲାଣୀ ଅନେକ ଅମୂଲ୍ୟ ଜୀବନ। ଘସିପୁରା ବ୍ଲକ ପୁରୁଣା ବାନ୍ଧଗୋଡା ପଞ୍ଚାୟତ ବିଲାବନ୍ଧ ଗାଁରେ ଏବେ ବି ଅନେକ ସଂକ୍ରମିତ । ଦୁଇ ତିନି ବର୍ଷ ଭିତରେ କେତେ ଜଣ କିଡନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁରେ ପଡ଼ିଥିବା ବେଳେ ଏବେବି ଅନେକ ଆକ୍ରାନ୍ତ ଅଛନ୍ତି। ଅଭାବ ଅନାଟନ ଭିତରେ ଡାକ୍ତରି ଚିକିତ୍ସାରୁ ବଞ୍ଚିତ ।

ଏତେ ସଂଖ୍ୟକ ଲୋକ ଆକ୍ରାନ୍ତକୁ ନେଇ ଗାଁରେ ଭୟର ବାତା ଲାଗି ରହିଛି। ରୋଗ ସଂକ୍ରମଣର ସଠିକ କାରଣ ଜଣା ପଡୁନଥିଲେ ମଧ୍ୟ ଲୋକେ ବ୍ୟବହାର କରୁଥିବା ପାନୀୟ ଜଳ ଏହାର ମୁଖ୍ୟ କାରଣ ବୋଲି କୁହାଯାଉଛି । ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟା ସମ୍ପର୍କିତ ଘଟଣାକୁ ଆଖି ଆଗରେ ରଖି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବିଲାବନ୍ଧ ଗ୍ରାମକୁ ଏକ ସ୍ୱତନ୍ତ୍ର ଡାକ୍ତରି ଦଳ ପଠାଇ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣା ଚିକିତ୍ସା ସେବା ଯୋଗାଇ ଦେବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା