Masthead

ପୁଅ ସାଜିଲା ସଇତାନ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):  ପୁଅ ସାଜିଲା ସଇତାନ । ପରିବାର ଲୋକଙ୍କୁ ବି ଛାଡ଼ିଲାନି । ପରିବାରର ୪ ଜଣଙ୍କୁ ହାଣିଲା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ କବିସୂର୍ଯ୍ୟନଗର ଗୁଡ଼ିଆଳ ଛକରେ । ପରିବାରର ୪ ଜଣଙ୍କୁ ହାଣିଛି ପୁଅ । ପାରିବାରିକ କଳହରୁ ଏଭଳି କାଣ୍ଡ ଭିଆଇ ଥିବା ସୂଚନା ମିଳିଛି ।

ବାପା, ମାଆ, ଭଉଣୀ, ଭାଇବୋହୂ ଗୁରୁତର ଅଛନ୍ତି । ସମସ୍ତ ଗୁରୁତର ଏମକେସିଜି ମେଡିକାଲରେ ଭର୍ତ୍ତି । ସେପଟେ ପାଣ୍ଡବ ରେଡି ଓ ତାଙ୍କ ସ୍ତ୍ରୀ ଫେରାର ହୋଇଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ