Masthead

ପୁଅ ସାଜିଲା ସଇତାନ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):  ପୁଅ ସାଜିଲା ସଇତାନ । ପରିବାର ଲୋକଙ୍କୁ ବି ଛାଡ଼ିଲାନି । ପରିବାରର ୪ ଜଣଙ୍କୁ ହାଣିଲା । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ କବିସୂର୍ଯ୍ୟନଗର ଗୁଡ଼ିଆଳ ଛକରେ । ପରିବାରର ୪ ଜଣଙ୍କୁ ହାଣିଛି ପୁଅ । ପାରିବାରିକ କଳହରୁ ଏଭଳି କାଣ୍ଡ ଭିଆଇ ଥିବା ସୂଚନା ମିଳିଛି ।

ବାପା, ମାଆ, ଭଉଣୀ, ଭାଇବୋହୂ ଗୁରୁତର ଅଛନ୍ତି । ସମସ୍ତ ଗୁରୁତର ଏମକେସିଜି ମେଡିକାଲରେ ଭର୍ତ୍ତି । ସେପଟେ ପାଣ୍ଡବ ରେଡି ଓ ତାଙ୍କ ସ୍ତ୍ରୀ ଫେରାର ହୋଇଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ