Masthead

ହାତୀ ଆକ୍ରମଣରେ ଯୁବକ ମୃତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ):   ହାତୀ ଆକ୍ରମଣରେ ଯୁବକ ମୃତ । ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ଜୀବନ ଯାଇଛି । ମୃତ ଯୁବକ ଜଣଙ୍କ ହେଲେ ପୁରୁଣାଗଡ଼ ବଡଦାଣ୍ଡସାହିର ଲିଟୁ ଖଟୁଆ । ସୂଚନା ଅନୁସାରେ ପୁରୁଣାଗଡ଼ ଗାଁ ନିକଟକୁ ହାତୀ ପଲ ଆସିଥିବା ବେଳେ ଗାଁ ଲୋକ ଘଉଡାଇବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ହାତୀ ଆକ୍ରମଣର ଶିକାର ହୋଇଥିଲେ ଲିଟୁ । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ