Masthead

ହାତୀ ଆକ୍ରମଣରେ ଯୁବକ ମୃତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ):   ହାତୀ ଆକ୍ରମଣରେ ଯୁବକ ମୃତ । ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ଜୀବନ ଯାଇଛି । ମୃତ ଯୁବକ ଜଣଙ୍କ ହେଲେ ପୁରୁଣାଗଡ଼ ବଡଦାଣ୍ଡସାହିର ଲିଟୁ ଖଟୁଆ । ସୂଚନା ଅନୁସାରେ ପୁରୁଣାଗଡ଼ ଗାଁ ନିକଟକୁ ହାତୀ ପଲ ଆସିଥିବା ବେଳେ ଗାଁ ଲୋକ ଘଉଡାଇବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ହାତୀ ଆକ୍ରମଣର ଶିକାର ହୋଇଥିଲେ ଲିଟୁ । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା