ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ଶେରଗଡ(ବଡ଼ ଖବର ବ୍ୟୁରୋ): ଶେରଗଡ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା । ଏମିତି ଏକ ଚଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ବରମୁଣ୍ଡଳୀ ପଂଚାୟତ ଲଷ୍ମୀନୃସିଂହପୁର ଗ୍ରାମରେ ।

ସୂଚନା ଅନୁସାରେ ଲଷ୍ମୀନୃସିଂହପୁର ଗ୍ରାମର ଡମ୍ବ ଗୌଡ଼ଙ୍କ ପୁଅ ସୂର‌୍ୟ୍ୟ ଗୌଡ଼ ବୟସ (୩୫)କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି ମୃତକଙ୍କ ମା’ ଝୁନୁ ଗୌଡ଼ । ଘଟଣାସ୍ଥଳରେ ଶେରଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦିନକୁ ଦିନ ଶେରଗଡ଼ ଅଂଚଳରେ ହତ୍ୟାର ସଂଖ୍ୟା ବଢ଼ିବାରେ ଲାଗିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!