Masthead

ଟଙ୍କା ଲୋଭରେ ବଡ଼ଭାଇକୁ ହତ୍ୟା

ଟିଟିଲାଗଡ଼ (ବଡ଼ କବର ବ୍ୟୁରୋ): ଟଙ୍କା ଲୋଭରେ ବଡ଼ ଭାଇକୁ ହତ୍ୟା କଲା ସାନ ଭାଇ ।ମୃତକ ହେଲେ ଟିଟିଲାଗଡ଼ ହାଟପଦା ପଡ଼ା ୧୪ ନଂ ୱାର୍ଡର ବିଜିଲି ବେହେରାଙ୍କ ବଡ଼ପୁଅ ସଞ୍ଜୟ ବେହେରାଙ୍କୁ ସାନ ଭାଇ ହତ୍ୟା କରିଥିଲେ । ପରେ ବେଲଗାଁ ଝାଡ଼ଦେବନ୍ଧ ଜଙ୍ଗଲରେ ପୋତି ଦେଇଥିଲେ ।

ଆଜି ପୋଲିସ ଏସଡିପିଓ ସୁରେନ୍ଦ୍ର ନାଥ ଶତପଥୀ, ଥାନାଧିକାରୀ ରଞ୍ଜନକୁମାର ବରିହାଙ୍କ ସହ ପୋଲିସ ଟିମ ଆସି ଘଟଣାସ୍ଥଳରେ ଅଭିଯୁକ୍ତଙ୍କୁ ଆଣି ଶବ ବାହାରକୁ କାଢିଛନ୍ତି । ବାପାଙ୍କ ମୃତ୍ୟୁ ପରେ ଟଙ୍କା ଲୋଭରେ ନିଜ ବଡ ଭାଇକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ