Masthead

ବିଧିବଦ୍ଧ ଭାବେ ବ୍ରିଟେନକୁ ମିଳିବ ନୂଆରାଜା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ କିଙ୍ଗ ଚାର୍ଲ୍ସଙ୍କର ରାଜ୍ୟାଭିଷେକ । ବିଧିବଦ୍ଧ ଭାବେ ବ୍ରିଟେନକୁ ମିଳିବ ନୂଆରାଜା । ୨୦୨୨ ସେଫ୍ଟେମ୍ବରରେ କୁଇନ ଏଲିଜାବେଥ ଦ୍ୱିତୀୟଙ୍କର ଦେହାନ୍ତ ପରେ କିଙ୍ଗ ଚାର୍ଲସ ଏହି ପଦ ସମ୍ଭାଳିଥିଲେ । ଆଜି ୱେଷ୍ଟମିନଷ୍ଟର ଆବେରେ ବିଧିବଦ୍ଧ ଭାବେ ବ୍ରିଟେନ ସିଂହାସନ ଆରୋହଣ କରିବେ ଚାର୍ଲସ ଫିଲିପ୍ ଆର୍ଥର ଜର୍ଜ ବା କିଙ୍ଗ୍ ଚାର୍ଲସ ତୃତୀୟ । ସେ ବ୍ରିଟେନ ସହିତ ଅନ୍ୟ ୧୪ଟି ଦେଶର ୪୦ତମ ରାଜା ହେବେ । ଭାରତୀୟ ସମୟ ଅପରାହ୍ନ ୩ଟା ବେଳେ ବଙ୍କିଙ୍ଗହାମ ପ୍ୟାଲେସରୁ ଶୋଭାଯାତ୍ରାରେ ବାହାରିବେ କିଙ୍ଗ୍ ଚାର୍ଲସ ଓ ରାଣୀ କାମିଲା । ଡାଇମଣ୍ଡ ଜୁବଲି ଷ୍ଟେଟ୍ କୋଚରେ ବସି ସେମାନେ ୱେଷ୍ଟମିନଷ୍ଟର ଆବେକୁ ଯିବେ । ସାଢ଼େ ୩ଟା ବେଳକୁ ରାଜପରିବାର ସଦସ୍ୟ ଏବଂ ଅତିଥିଙ୍କ ଉପସ୍ଥିତିରେ ରାଜ୍ୟାଭିଷେକ କରିବେ ଆର୍କ ବିଶପ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ