Masthead

ଡିସେମ୍ବର ୨୨ରେ ଆସୁଛି କିଙ୍ଗଖାନଙ୍କ ଫିଲ୍ମ ‘ଡୁଙ୍କି’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଲିଉଡ୍ ସୁପରଷ୍ଟାର ଶାହାରୁଖ ଖାନଙ୍କ ଫିଲ୍ମ ‘ଯୱାନ’ ବକ୍ସ ଅଫିସରେ ଧମାଲ କରୁଛି । ଶାହାରୁଖ୍ ତାଙ୍କ ପ୍ରଶଂସକଙ୍କ ପାଇଁ ଶ୍ରେଷ୍ଠ ଅଭିନୟ ଜାରି ରଖିଛନ୍ତି । ଶାହାରୁଖ ତାଙ୍କ ଆଗାମୀ ଫିଲ୍ମ ବାବଦରେ କିଛି ସୂଚନା ଦେଇଛନ୍ତି । ନିର୍ଦ୍ଦେଶକ ରାଜକୁମାର ହିରାନିଙ୍କ ଫିଲ୍ମ ଡୁଙ୍କି ରେ ଶହାରୁଖ ନଜରକୁ ଆସୁଥିବା ବେଳେ ତାହା ଏହି ବର୍ଷ ଶେଷକୁ ପରଦାକୁ ଆସିବ ବୋଲି ଜଣାପଡିଛି । ତେବେ ଚଳିତ ବର୍ଷ ଖ୍ରୀଷ୍ଟମାସ ଅବସରରେ ସିନେମା ରିଲିଚ୍ ହେବ ବୋଲି ଶାହାରୁଖ ଘୋଷଣା କରିଛନ୍ତି । ଡିସେମ୍ବର ୨୨ରେ ଏହା ଦର୍ଶକଙ୍କ ପାଖରେ ପହଞ୍ଚିବ । ଚଳଜ୍ଜିତ୍ରରେ ଶାହାରୁଖଙ୍କ ବ୍ୟତୀତ ରାଜକୁମାର ହିରାନୀ, ତାପସି ପନ୍ନୁ, ବିକି କୌଶଲ, ସତୀଶ ଶାହା, ବୋମାନ ଇରାନୀ ପ୍ରମୁଖଙ୍କୁ ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି