Masthead

ଗିରଫ ହେଲେ କିଙ୍ଗଖାନଙ୍କ ପୁଅ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଅଡ଼ୁଆରେ ବଲିଉଡ ଜଗତର ଚର୍ଚ୍ଚିତ ଚେହେରା ଶାହାରୁଖ ଖାନ । ଏଥର ନିଜର ବୟାନକୁ ନେଇ ନୁହେଁ ବରଂ ତାଙ୍କ ପୁଅ ଆର୍ୟନକୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ଼ ବାଦଶାହ । ତେବେ ତାଙ୍କ ପୁଅ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବାର କଥା ସାମ୍ନାକୁ ଆସିଛି ।

ତାଙ୍କ ସହ ଆଉ ୮ ଜଣ ଗିରଫ ହୋଇଥିବାର ସୂଚନା ମିଳିଛି । କ୍ରୁଜରେ ରେଭ ପାର୍ଟି କରୁଥିବାର ସୂଚନା ପାଇ ମଝି ଦରିଆରେ ଛଦ୍ମ ବେଶରେ ରେଡ କରିଥିଲା ଏନସିବି । ପରେ ସମସ୍ତଙ୍କୁ ଅନେକ ସମୟ ଧରି ପଚରାଉଚରା କରଯାଇଥିଲା । ଏବଂ ବର୍ତ୍ତମାନ ଏନସିବି ସମସ୍ତଙ୍କ ଗିରଫ କରିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ