Masthead

ଆହାତ ହେଲେ କିଙ୍ଗଖାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଲିଉଡର ସୁପରଷ୍ଟାର ତଥା କିଙ୍ଗଖାନ ଶାହାରୁଖ ଖାନ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି । ମିଳିଥିବା ସୂଚନାନାଯାୟୀ ଆମେରିକାର ଲସ ଏଞ୍ଜଲସ ରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି । ଏକ ଜାତୀୟ ଗଣମାଧ୍ୟମରୁ ପ୍ରକାଶ ଯେ ଶାହାରୁଖ ଖାନ ଲସ ଏଞ୍ଜଲସର ଏକ ପ୍ରୋଜେକ୍ଟର ଶୁଟିଂ କରୁଥିବା ବେଳେ ତାଙ୍କ ନାକରେ ଆଘାତ ଲାଗିଥିଲା । ଫଳରେ ନାକରୁ ରକ୍ତସ୍ରାବ ହୋଇଥିଲା କିନ୍ତୁ ଆଘାତ ଏତେ ଗଭୀର ନଥିବାରୁ ଶାହାରୁଖ ଖାନ ଡାକ୍ତରଖାନାରେ ଚିକିସôିତ ହୋଇ ନିଜ ବାସଭବନ ମନ୍ନତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି …