ଆହାତ ହେଲେ କିଙ୍ଗଖାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଲିଉଡର ସୁପରଷ୍ଟାର ତଥା କିଙ୍ଗଖାନ ଶାହାରୁଖ ଖାନ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି । ମିଳିଥିବା ସୂଚନାନାଯାୟୀ ଆମେରିକାର ଲସ ଏଞ୍ଜଲସ ରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି । ଏକ ଜାତୀୟ ଗଣମାଧ୍ୟମରୁ ପ୍ରକାଶ ଯେ ଶାହାରୁଖ ଖାନ ଲସ ଏଞ୍ଜଲସର ଏକ ପ୍ରୋଜେକ୍ଟର ଶୁଟିଂ କରୁଥିବା ବେଳେ ତାଙ୍କ ନାକରେ ଆଘାତ ଲାଗିଥିଲା । ଫଳରେ ନାକରୁ ରକ୍ତସ୍ରାବ ହୋଇଥିଲା କିନ୍ତୁ ଆଘାତ ଏତେ ଗଭୀର ନଥିବାରୁ ଶାହାରୁଖ ଖାନ ଡାକ୍ତରଖାନାରେ ଚିକିସôିତ ହୋଇ ନିଜ ବାସଭବନ ମନ୍ନତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ