Masthead

କିନ୍ନର ପାଳିଲେ ସୁଦଶା ବ୍ରତ

କୁଚିଣ୍ଡା(ବଡ଼ ଖବର ବ୍ୟୁରୋ): କିନ୍ନରମାନେ ପାଳିଲେ ସୁଦଶା ବ୍ରତ । ପରିବାରର ସୁଖ ମନାସୀ କୁଚିଣ୍ଡା ଜଗନ୍ନାଥ ମନ୍ଦିରରେ ସୁଦଶା ବ୍ରତ ପାଳନ କରିଛନ୍ତି କିନ୍ନରମାନେ । ଆଜି ହେଉଛି ମାର୍ଗଶିର ମାସର ଶେଷ ଗୁରୁବାର ମାଣବସା ସହିତ ସୁଦଶା ବ୍ରତ । ଘରେ ଲକ୍ଷ୍ମୀ ପୂଜା କରିବା ସହିତ ମନ୍ଦିରରେ ପୂଜାର୍ଚ୍ଚନ କରି ବ୍ରତ ଧାରଣ କରିଥିଲେ । ଏହି ବ୍ରତ ସେ ତାଙ୍କ ଗୁରୁଙ୍କ ପାଇଁ ରଖିଛନ୍ତି ବୋଲି କିହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ