Masthead

ଏଣିକି କିନ୍ନର ମାନଙ୍କୁ ପୋଲିସ ଚାକିରି

ବିହାର(ବଡ଼ ଖବର): ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ବଡ଼ ଘୋଷଣା । ଏଣିକି ବିହାରର ପୋଲିସ ବିଭାଗରେ ସାମିଲହେବେ କିନ୍ନର। ସିଧା ସଳଖ କିନ୍ନର ମାନଙ୍କୁ ନିଯୁକ୍ତି ଦିଆଯିବ। ସେମାନଙ୍କୁ ସିପାହୀ ଓ ଦାରୋଗା ପଦବୀରେ ନିଯୁକ୍ତି ମିଳବ ବୋଲି ନୀତିଶ କହିଛନ୍ତି। କିନ୍ନର ମାନଙ୍କୁ ସିପିହୀ ପଦବୀରେ ନିଯୁକ୍ତି ଦେବାର ସମ୍ପୁର୍ଣ୍ଣ କ୍ଷମତା ପୋଲିସ ଅଧିକ୍ଷକଙ୍କ ପାଖରେ ରହିବ ଓ ଦାରୋଗା ପଦବୀରେ ନିଯୁକ୍ତି ଦେବାର ଅଧିକାର ପୋଲିସ ମହାନିରୀକ୍ଷକ ସ୍ତରୀୟ ପଦାଧିକାରୀଙ୍କ ପାଖରେ ରହିବ।

ଆଗାମୀ ଦିନରେ ପୋଲିସ ବିଭାଗରେ କିନ୍ନରଙ୍କ ପାଇଁ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ରହିବ। ରାଜ୍ୟରେ ବଢ଼ୁଥିବା ଅପରାଧୀକ କାର୍ଯ୍ୟକଳାପକୁ ନଜରରେ ରଖି ବିହାର ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ