Masthead

କିରଣ ଖେର କରୋନା ପଜିଟିଭ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ତଥା ଭାଜପା ଏମ୍‌ପି କିରନ ଖେର୍‌ କରୋନା ପଜିଟିଭ । ଯାହା ସେ ନିଜ ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ମୋର କୋଭିଡ-୧୯ ଟେଷ୍ଟ ପଜିଟିଭ୍‌ ହୋଇଛି । ତେଣୁ ଯିଏ ମୋ ଯୋଗାଯୋଗରେ ଆସିଥିବା ବ୍ୟକ୍ତି ତୁରନ୍ତ ଟେଷ୍ଟ କରନ୍ତୁ। କିରଣ ଏହି ପୋଷ୍ଟ ସେୟାର କରିବା ପରେ ତାଙ୍କ ପ୍ରଶଂସକ ଏବଂ ଶୁଭେଚ୍ଛୁମାନେ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ପୂର୍ବରୁ କିରଣ ଖେର ୨୦୨୧ରେ ରକ୍ତ କର୍କଟ ରୋଗରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ କିରଣ ଖେର ଆରୋଗ୍ୟ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର