Masthead

କୋର୍ଟ ଉପରେ ଚାପ ପକାଇବା ପାଇଁ ଏଭଳି କରୁଛନ୍ତି ରାହୁଲ: କିରଣ ରିଜିଜୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସୁରଟ କୋର୍ଟ ଯିବେ ରାହୁଲ ଗାନ୍ଧି । ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ ଅନ୍ୟ କଂଗ୍ରେସ ନୋତାମାନେ କୋର୍ଟକୁ ଯିବେ। ମୋଦି ସରନେମ’ସହ ଜଡିତ ମାନହାନି ମାମଲାରେ ସୋମବାର ସୁରଟ କୋର୍ଟ ପହଞ୍ଚିବେ। ଏହି ମାମଲାରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡ ହୋଇଥିବା ବେଳେ ଏହାକୁ ଚ୍ୟାଲେଞ୍ଜ କରି ଅପିଲ କରିବେ। ରାହୁଲଙ୍କ କୋର୍ଟ ଗସ୍ତକୁ ନେଇ ଆଇନ ମନ୍ତ୍ରୀ କିରଣ ରିଜିଜୁ ରାହୁଲଙ୍କୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ଅପିଲ କରିବାକୁ ରାହୁଲ ସୁରଟ ଯାଉଛନ୍ତି। ତାଙ୍କ ସହ ତାଙ୍କ ସମର୍ଥକ ଓ ଅନ୍ୟ ନେତାମାନେ ଯିବା ଏକ ନାଟକ। ରାହୁଲ ଯାହା କରୁଛନ୍ତି ତାହା କେବଳ କୋର୍ଟ ଉପରେ ଚାପ ପକାଇବା ଭଳି ଲାଗୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ