Masthead

ଭୁବନେଶ୍ବର ରେଳ ଷ୍ଟେସନରେ ଆଣ୍ଠୁଏ ଉଚ୍ଚର ପାଣି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ରେକର୍ଡ ବର୍ଷା ହୋଇଛି । ଗତକାଲି ସକାଳ ୮ଟା୩୦ରୁ ଆଜି ସକାଳ ମଧ୍ୟରେ ରାଜଧାନୀରେ ୧୯୫ ମିଲିମିଟର ବର୍ଷା ହୋଇଛି । ୬୩ ବର୍ଷ ପରେ ସର୍ବକାଳୀନ ରେକର୍ଡ଼ ବର୍ଷା ହୋଇଛି । ପୁରୀ, ଭୁବନେଶ୍ୱର ବ୍ୟତୀତ ପାରାଦୀପରେ ୨୪ ଘଂଟାରେ ୨୧୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ବର୍ଷା କାରଣରୁ ଭୁବନେଶ୍ୱର ରେଳ ଷ୍ଟେସନରେ ଜମି ରହିଛି ଆଣ୍ଠୁଏ ଉଚ୍ଚର ପାଣି । ଲୋକେ ପାଣି ଭିତରେ ପଶି ଯାତାୟତ କରୁଥିବାର ଦେଖିବାକୁ ମିଳିଛି । ଟ୍ରେନ୍ ଟ୍ରାକ୍ ଉପରେ ଚାଲୁଛି ଆଣ୍ଠୁଏ ଉଚ୍ଚର ପାଣି । ଲୋକେ ଯାତାୟତ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ