Masthead

ପୂର୍ବତନ ସିଡିଏମଓଙ୍କୁ ଛୁରାମାଡ଼

ଭଦ୍ରକ (ବଡ଼ ଖବର ବ୍ୟୁରୋ): ପୂର୍ବତନ ସିଡିଏମଓଙ୍କୁ ଛୁରାମାଡ଼ । ଲୁଟ ଉଦ୍ଦେଶ୍ୟରେ ଘରେପଶି ଛୁରାମାଡ଼ କରି ଫେରାର ହୋଇଗଲେ ଦୁବୃର୍ତ୍ତ । ଭଦ୍ରକ ସହରର ଚାରିଘରିଆ ଅଞ୍ଚଳରେ ଲୁଟେରାଙ୍କ ଆତଙ୍କ ଦେଖିବା ପାଇଁ ମିଳିଛି । ଅବସରପ୍ରାପ୍ତ ଡାକ୍ତର ତଥା ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ରଘୁନାଥ ପାଢ଼ୀଙ୍କ ଘରୁ ଲୁଟ ଉଦ୍ୟମ ଅସଫଳ ହେବାରୁ ତାଙ୍କୁ ଛୁରାମାଡ଼ କରିଛନ୍ତି ଦୁବୃର୍ତ୍ତ । ରଘୁନାଥ ପାଢ଼ୀଙ୍କ ଦେହରେ ୭ ରୁ ଅଧିକ ସ୍ଥାନରେ ଆଘାତ ଲାଗିଛି । ଯୋଗ କରିବା ପାଇଁ ଛାତକୁ ଯାଉଥିବା ବେଳେ ହଠାତ ଆକ୍ରମଣ କରିଥିଲେ ଲୁଟେରା । ତେବେ ପୂର୍ବରୁ ମଧ୍ୟ ସେହି ଅଂଚଳରେ ବହୁଥର ଲୁଟ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ