Masthead

ପ୍ରକାଶ ପାଇଲା ନିଟ ରେଜଲ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ନିଟ ରେଜଲ୍ଟ । ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଦୁଇ ଜଣ ଆଶାୟୀଙ୍କ ପରୀକ୍ଷା ପୁଣି କରିବାକୁ ବମ୍ବେ ହାଇକୋର୍ଟ ଦେଇଥିବା ରାୟ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବା ପରେ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଆଜି ରେଜଲ୍ଟ ପ୍ରକାଶ କରିଛି।

ଚଳିତ ବର୍ଷ ସେପ୍ଟେମ୍ବର ମାସରେ ଦେଶର ଓ ବିଦେଶର ବିଭିନ୍ନ କେନ୍ଦ୍ରରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପ୍ରାୟ ୧୬ ଲକ୍ଷ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଫଳାଫଳ ଘୋଷଣା କରିଥିବା ବେଳେ ଏବେ ପିଲାମାନେ ଦ୍ଭରରଗ୍ଧ.ଦ୍ଭଗ୍ଧବ.ଦ୍ଭସମ.ସଦ୍ଭ ନିଜର ରେଜଲ୍ଟ ଦେଖିପାରିବେ। ସେହିପରି ଇ-ମେଲ ଯୋଗେ ପିଲାମାନଙ୍କୁ ସେମାନଙ୍କ ରେଜଲ୍ଟ ମଧ୍ୟ ପଠାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ