Masthead

ପ୍ରକାଶ ପାଇଲା ନିଟ ରେଜଲ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ନିଟ ରେଜଲ୍ଟ । ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଦୁଇ ଜଣ ଆଶାୟୀଙ୍କ ପରୀକ୍ଷା ପୁଣି କରିବାକୁ ବମ୍ବେ ହାଇକୋର୍ଟ ଦେଇଥିବା ରାୟ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବା ପରେ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଆଜି ରେଜଲ୍ଟ ପ୍ରକାଶ କରିଛି।

ଚଳିତ ବର୍ଷ ସେପ୍ଟେମ୍ବର ମାସରେ ଦେଶର ଓ ବିଦେଶର ବିଭିନ୍ନ କେନ୍ଦ୍ରରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପ୍ରାୟ ୧୬ ଲକ୍ଷ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଫଳାଫଳ ଘୋଷଣା କରିଥିବା ବେଳେ ଏବେ ପିଲାମାନେ ଦ୍ଭରରଗ୍ଧ.ଦ୍ଭଗ୍ଧବ.ଦ୍ଭସମ.ସଦ୍ଭ ନିଜର ରେଜଲ୍ଟ ଦେଖିପାରିବେ। ସେହିପରି ଇ-ମେଲ ଯୋଗେ ପିଲାମାନଙ୍କୁ ସେମାନଙ୍କ ରେଜଲ୍ଟ ମଧ୍ୟ ପଠାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା