Masthead

ଖୁବଶୀଘ୍ର ପ୍ରକାଶ ପାଇବ ନିଟ-ୟୁଜି ଫଳାଫଳ

ନୂଆଦିଲ୍ଳୀ(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ପ୍ରକାଶ ପାଇବ ନିଟ-ୟୁଜି ଫଳାଫଳ । ୧୬ ଲକ୍ଷ ପରୀକ୍ଷାର୍ଥୀଙ୍କ ଫଳାଫଳ ଘୋଷଣା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି । ଏହା ସହ ସୁପ୍ରିମକୋର୍ଟ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି । ସେପଟେ ବମ୍ବେ ହାଇକୋର୍ଟ ଦୁଇ ଛାତ୍ରୀଙ୍କ ପାଇଁ ନିଟ ଫଳାଫଳକୁ ସ୍ଥଗିତ ରଖିଥିଲେ ।

ଏହାର ଜବାବରେ କେବଳ ଦୁଇ ଜଣ ଛାତ୍ରଙ୍କ ପାଇଁ ରେଜଲ୍ଟକୁ ଅଟକାଇ ଦିଆ ଯାଇପାରିବ ନାହିଁ । ୧୬ ଲକ୍ଷ ଛାତ୍ରଛାତ୍ରୀ ଉତ୍ସାହର ସହିତ ଫଳାଫଳକୁ ଅପେକ୍ଷା କରିଛନ୍ତି । ତେଣୁ ଛାତ୍ରଛାତ୍ରୀଙ୍କ ହିତକୁ ଦେଖି ଏହାକୁ ସନ୍ତୁଳିତ କରିବାକୁ ପଡ଼ିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି