ଖୁବଶୀଘ୍ର ପ୍ରକାଶ ପାଇବ ନିଟ-ୟୁଜି ଫଳାଫଳ

ନୂଆଦିଲ୍ଳୀ(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ପ୍ରକାଶ ପାଇବ ନିଟ-ୟୁଜି ଫଳାଫଳ । ୧୬ ଲକ୍ଷ ପରୀକ୍ଷାର୍ଥୀଙ୍କ ଫଳାଫଳ ଘୋଷଣା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି । ଏହା ସହ ସୁପ୍ରିମକୋର୍ଟ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି । ସେପଟେ ବମ୍ବେ ହାଇକୋର୍ଟ ଦୁଇ ଛାତ୍ରୀଙ୍କ ପାଇଁ ନିଟ ଫଳାଫଳକୁ ସ୍ଥଗିତ ରଖିଥିଲେ ।

ଏହାର ଜବାବରେ କେବଳ ଦୁଇ ଜଣ ଛାତ୍ରଙ୍କ ପାଇଁ ରେଜଲ୍ଟକୁ ଅଟକାଇ ଦିଆ ଯାଇପାରିବ ନାହିଁ । ୧୬ ଲକ୍ଷ ଛାତ୍ରଛାତ୍ରୀ ଉତ୍ସାହର ସହିତ ଫଳାଫଳକୁ ଅପେକ୍ଷା କରିଛନ୍ତି । ତେଣୁ ଛାତ୍ରଛାତ୍ରୀଙ୍କ ହିତକୁ ଦେଖି ଏହାକୁ ସନ୍ତୁଳିତ କରିବାକୁ ପଡ଼ିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ