Masthead

ରାଜଧାନୀରେ ଛୁରାମାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଛୁରାମାଡ଼ । ତମାଣ୍ଡୋ ଥାନା ଅଞ୍ଚଳର ବାଲିଆ ପଡା ଗ୍ରାମର ଭରତ ସାହୁଙ୍କୁ ଛୁରା ମାଡ । ଛୁରାମାଡ଼ରେ ଗୁରୁତର ହୋଇ ଏମ୍ସରେ ଭର୍ତି । ଘଟଣା ମୁତାବକ.. ତମାଣ୍ଡ ବଜାରରୁ ଘରକୁ ଫେରୁଥିବା ସମୟରେ ଅନ୍ଧାର ରାସ୍ତା ଦେଖି ଛିନତାଇ ଉଦେଶ୍ୟରେ ୨-ଯୁବକ ଛୁରା ମାଡ଼ କରିଥିଲେ ।

ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ହୋହାଲ୍ଲା କରିବାରୁ ଦୁର୍ବୁତ୍ତ ଫେରାର ହୋଇଯାଇଥିଲେ । ଘଟଣା କୁ ନେଇ ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ କରିଥିଲେ ସ୍ଥାନୀୟ ଲୋକେ । ତମାଣ୍ଡ ଥାନାର କୋହଳ ପାଟ୍ରୋଲିଙ୍ଗ ପାଇଁ ଏଭଳି ଘଟଣା ଘଟିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ