Masthead

RCB ଅଧିନାୟକ ପଦ ଛାଡ଼ିବେ କୋହଲି

(ବଡ଼ ଖବର ବ୍ୟୁରୋ): ଆଇପିଏଲ ଅଧିନାୟକ ପଦ ଛାଡ଼ିବେ ବିରାଟ କୋହଲି । ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ପଦରୁ ଓହରିବେ ବିରାଟ କୋହଲୀ । ରବିବାର ଏ ନେଇ ଘୋଷଣା କରିଛନ୍ତି ଏହି ଷ୍ଟାର ବ୍ୟାଟ୍ସମ୍ୟାନ୍ । ଆଇପିଏଲ-୨୦୨୧ ସିଜିନ୍ ପରେ ସେ ଅଧିନାୟକ ପଦ ଛାଡ଼ିବେ ବୋଲି କହିଛନ୍ତି । ଏନେଇ ସେ ଟ୍ୱିଟ୍ କରି ପ୍ରଶଂସକମାନଙ୍କୁ ଅବଗତ କରାଇଛନ୍ତି ।

ସେ କହିଛନ୍ତି ଅଧିନାୟକ ଭାବେ ଏହା ଶେଷ ଆଇପିଏଲ୍ କିନ୍ତୁ ଆରସିବି ପାଇଁ ଖେଳ ଜାରି ରଖିବି ବୋଲି ସେ କହିଛନ୍ତି । ଏଥିସହିତ ଆରସିବିର ପ୍ରଶଂସକୁ ତାଙ୍କ ଉପରେ ଭରସା କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି କୋହଲୀ । କୋହଲୀ ୨୦୧୩ ମସିହାରୁ ବେଙ୍ଗାଲୁରୁ ଟିମ୍‌ର ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରିଆସୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ