Masthead

RCB ଅଧିନାୟକ ପଦ ଛାଡ଼ିବେ କୋହଲି

(ବଡ଼ ଖବର ବ୍ୟୁରୋ): ଆଇପିଏଲ ଅଧିନାୟକ ପଦ ଛାଡ଼ିବେ ବିରାଟ କୋହଲି । ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ପଦରୁ ଓହରିବେ ବିରାଟ କୋହଲୀ । ରବିବାର ଏ ନେଇ ଘୋଷଣା କରିଛନ୍ତି ଏହି ଷ୍ଟାର ବ୍ୟାଟ୍ସମ୍ୟାନ୍ । ଆଇପିଏଲ-୨୦୨୧ ସିଜିନ୍ ପରେ ସେ ଅଧିନାୟକ ପଦ ଛାଡ଼ିବେ ବୋଲି କହିଛନ୍ତି । ଏନେଇ ସେ ଟ୍ୱିଟ୍ କରି ପ୍ରଶଂସକମାନଙ୍କୁ ଅବଗତ କରାଇଛନ୍ତି ।

ସେ କହିଛନ୍ତି ଅଧିନାୟକ ଭାବେ ଏହା ଶେଷ ଆଇପିଏଲ୍ କିନ୍ତୁ ଆରସିବି ପାଇଁ ଖେଳ ଜାରି ରଖିବି ବୋଲି ସେ କହିଛନ୍ତି । ଏଥିସହିତ ଆରସିବିର ପ୍ରଶଂସକୁ ତାଙ୍କ ଉପରେ ଭରସା କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି କୋହଲୀ । କୋହଲୀ ୨୦୧୩ ମସିହାରୁ ବେଙ୍ଗାଲୁରୁ ଟିମ୍‌ର ଅଧିନାୟକ ଭାବେ ଦାୟିତ୍ୱ ନିର୍ବାହ କରିଆସୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ