Masthead

ମୋଦି ଷ୍ଟାଡିୟମରେ କୋହଲିଙ୍କ ଶତକ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):  ଅହମଦାବାଦ ଟେଷ୍ଟରେ କୋହଲିଙ୍କ ଲଢୁଆ ଶତକ । ଟେଷ୍ଟ କ୍ୟାରିଅରର ୨୮ତମ ଶତକ ହାସଲ କରିଛନ୍ତି କୋହଲି । ଦୀର୍ଘ ୩ ବର୍ଷର ବ୍ୟବଧାନ ପରେ ଟେଷ୍ଟରେ ଶତକ ପୂରଣ କଲେ କୋହଲି । ୨୦୧୯ ନଭେମ୍ବର ପରେ ଟେଷ୍ଟରେ ୩ ଅଙ୍କ ଛୁଇଁଲେ । ଅର୍ନ୍ତଜାତୀୟ କ୍ରିକେଟରେ ୭୫ତମ ଶତକ କରିବାର ରେକର୍ଡ ହାସଲ କଲେ ବିରାଟ ।

ଓଡିଆଇରେ ୪୬, ଟେଷ୍ଟରେ ୨୮ଟି , ଟି-୨୦ରେ ଗୋଟିଏ ଶତକ ହାସଲ କରିଛନ୍ତି । ସେହିଭଳି ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚରେ ଏହା କୋହଲିଙ୍କର ୮ମ ଶତକ । ଅଷ୍ଟ୍ରେଲିଆ ବିପକ୍ଷରେ ଶତକ ସହ କୋହଲି ସୁନୀଲ ଗାଭାସ୍କରଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି । ଗାଭାସ୍କର ମଧ୍ୟ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚରେ ୮ଟି ଶତକ ହାସଲ କରିଛନ୍ତି । କୋହଲିଙ୍କ ଉପରେ କେବଳ ସଚିନ୍ ରହିଛନ୍ତି । ଯିଏ ଅଷ୍ଟ୍ରେଲିଆ ବିପକ୍ଷରେ ୧୧ଟି ଶତକ ହାସଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ