Masthead

କଳାକନା ବୁଲାଇଲେ ଦୁର୍ବୁତ୍ତ

କୋକସରା(ବଡ଼ ଖବର ବ୍ୟୁରୋ): ବଡ଼ ଧରଣର ଡ଼କାୟତି । ଲୁଟି ନେଲେ ୪୦ ଭରି ସୁନା ସହ ଗାଡ଼ି ଓ ଟିଭି । ଶୁକ୍ରବାର ବିଳମ୍ବିତ ରାତିରେ ୫ରୁ୬ ଜଣ ମୁଖାପିନ୍ଧା ଡକାୟତ ଯଯାତି କେଶରୀଙ୍କ ଘରେ ପଶିଥିଲେ । ଗୋଟିଏ କୋଠରୀରେ ସମସ୍ତଙ୍କୁ ତାଲା ପକାଇ ବନ୍ଧୁକ ମୁନରେ ଭୟଭୀତ କରାଇ ଘରେ କଳାକନା ବୁଲାଇ ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା