କଳାକନା ବୁଲାଇଲେ ଦୁର୍ବୁତ୍ତ

କୋକସରା(ବଡ଼ ଖବର ବ୍ୟୁରୋ): ବଡ଼ ଧରଣର ଡ଼କାୟତି । ଲୁଟି ନେଲେ ୪୦ ଭରି ସୁନା ସହ ଗାଡ଼ି ଓ ଟିଭି । ଶୁକ୍ରବାର ବିଳମ୍ବିତ ରାତିରେ ୫ରୁ୬ ଜଣ ମୁଖାପିନ୍ଧା ଡକାୟତ ଯଯାତି କେଶରୀଙ୍କ ଘରେ ପଶିଥିଲେ । ଗୋଟିଏ କୋଠରୀରେ ସମସ୍ତଙ୍କୁ ତାଲା ପକାଇ ବନ୍ଧୁକ ମୁନରେ ଭୟଭୀତ କରାଇ ଘରେ କଳାକନା ବୁଲାଇ ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!