Masthead

ପୁଣି ଜନନୀ ଯନ୍ତ୍ରଣା, ବାଟରେ ଜନ୍ମ ହେଲା ନବଜାତ ଶିଶୁ

କୋକସରା (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ଭିତରେ ଗାଁ । ଯିବାକୁ ନାହିଁ ରାସ୍ତା । ପହଞ୍ଚିପାରିଲାନି ଆମ୍ବୁଲାନ୍ସବାଟରେ ଜନ୍ମ ହେଲା ଶିଶୁ । ଏଭଳି ଦୃଶ୍ୟ ଦେଖବବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ସର୍ଗିପାନି ଗାଁରେ । ଗାଁଟି ଜଙ୍ଗଲ ମଧ୍ୟରେ ରହିଥିବା ବେଳେ ଜଙ୍ଗଲ ରାସ୍ତାରେ ଆମ୍ବୁଲାନ୍ସ ଯିବା ସମ୍ଭବ ହେଉନାହିଁ । ଗର୍ଭବତୀଙ୍କୁ ଖଟିଆରେ ବୁହା ହେବା ଘଟଣା ଏହି ଅଞ୍ଚଳ ପାଇଁ କିଛି ନୂଆ ନୁହେଁ ।

ସର୍ଗିପାନିର ଜାଗର ସାନ୍ତାଙ୍କ ସ୍ତ୍ରୀ ହୀରାମଣି ସାନ୍ତାଙ୍କ ପ୍ରସବ ବେଦନା ହେବାରୁ ସ୍ଥାନୀୟ ଆଶା କର୍ମୀ ଉର୍ମିଳା ଠାକୁରଙ୍କୁ ଖବର ଦେଇଥିଲେ । ଆଶା କର୍ମୀ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । ସର୍ଗିପାନିକୁ ରାସ୍ତା ନଥିବାରୁ ଗର୍ଭବତୀଙ୍କୁ ପ୍ରାୟ ୩ କିମି ବୁହା ହୋଇ ଅଣାଯିବା ବେଳେ ବାଟରେ ଏକ ଶିଶୁ ସନ୍ତାନକୁ ଜନ୍ମ ଦେଇଥିଲେ ଗର୍ଭବତୀ ମହିଳା । ପରେ ତାଙ୍କୁ ଆମ୍ବୁଲାନ୍ସରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବଜାତ ଶିଶୁ ସ୍ୱାସ୍ଥ୍ୟ ଠିକ ଥିବାବେଳେ ଗର୍ଭବତୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’