Masthead

ଚେନ୍ନାଇକୁ ହରାଇ କୋଲକାତାର ଷଷ୍ଠ ବିଜୟ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ଚେନ୍ନାଇକୁ ହରାଇ କୋଲକାତାରେ ଷଷ୍ଠ ବିଜୟ । ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୬ ୱିକେଟରେ ବିଜୟୀ ହୋଇଛି। ଏହି ବିଜୟ ସହ କୋଲକାତା ୬ଟି ମ୍ୟାଚ୍‌ରେ ବିଜୟୀ ହୋଇ ୧୨ ପଏଣ୍ଟ ପାଇଛି। ଟିମର ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୦ ଓଭରରେ ୬ ୱିକେଟ ହରାଇ ୧୪୪ ରନ୍‌ କରିଥିଲା। ୧୪୫ ରନ ଟାର୍ଗେଟର ପିଛା କରି ବିଜୟୀ ହୋଇଛି କୋଲକାତା । ଦୀପକ ଚହରଙ୍କ ବୋଲିଂରେ କୋଲକାତା ୩୩ ରନ୍‌ରେ ୩ ୱିକେଟ ହରାଇଥିଲା। ହେଲେ ଅଧିନାୟକ ନୀତୀଶ ରାଣା ୪୪ ବଲ୍‌ରେ ୫୭ଞ୍ଚ ରନ୍‌ କରିଥିବା ବେଳେ ରିଙ୍କୁ ସିଂ ୪୩ ବଲ୍‌ରେ ୫୪ ରନ୍‌ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ