Masthead

ଚେନ୍ନାଇକୁ ହରାଇ କୋଲକାତାର ଷଷ୍ଠ ବିଜୟ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ଚେନ୍ନାଇକୁ ହରାଇ କୋଲକାତାରେ ଷଷ୍ଠ ବିଜୟ । ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୬ ୱିକେଟରେ ବିଜୟୀ ହୋଇଛି। ଏହି ବିଜୟ ସହ କୋଲକାତା ୬ଟି ମ୍ୟାଚ୍‌ରେ ବିଜୟୀ ହୋଇ ୧୨ ପଏଣ୍ଟ ପାଇଛି। ଟିମର ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୦ ଓଭରରେ ୬ ୱିକେଟ ହରାଇ ୧୪୪ ରନ୍‌ କରିଥିଲା। ୧୪୫ ରନ ଟାର୍ଗେଟର ପିଛା କରି ବିଜୟୀ ହୋଇଛି କୋଲକାତା । ଦୀପକ ଚହରଙ୍କ ବୋଲିଂରେ କୋଲକାତା ୩୩ ରନ୍‌ରେ ୩ ୱିକେଟ ହରାଇଥିଲା। ହେଲେ ଅଧିନାୟକ ନୀତୀଶ ରାଣା ୪୪ ବଲ୍‌ରେ ୫୭ଞ୍ଚ ରନ୍‌ କରିଥିବା ବେଳେ ରିଙ୍କୁ ସିଂ ୪୩ ବଲ୍‌ରେ ୫୪ ରନ୍‌ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା