Masthead

ନିଆରା ପରମ୍ପରା

କୋଣାର୍କ(ବଡ଼ ଖବର ବ୍ୟୁରୋ):-ଆଜି କୋଣାର୍କ ଚନ୍ଦ୍ରଭାଗା ରାସ୍ତାରେ ଦେଖିବାକୁ ମିଳିଥିଲା ଭିନ୍ନ ଏକ ପରମମ୍ପରା । ନାଗ ପଞ୍ଚମୀ ଅବସରରେ ନୋଳିଆ ବସ୍ତିରୁ ଶହ ଶହ ଆବାଳ ବୃଦ୍ଧବନିତା ଏକାଠି ହୋଇ ରାସ୍ତାପାଖ ହୁଙ୍କାରେ ପୂଜା କରିଥିଲେ । ଏହା ଆଶ୍ଚର୍ୟ୍ୟ କରିଥିଲା ଓଡିଆ ଲୋକମାନଙ୍କୁ । ତେଲୁଗୁ ସମ୍ପ୍ରଦାୟର ପରମ୍ପରାନୂଯାୟୀ ମାଟିହୁଙ୍କା ଚାରିପଟେ ଚିତାପକାଇ, ଧୂପଦୀପ ଦେଇ କୁକୁଡାଅଣ୍ତା ହୁଙ୍କା ଭିତରକୁ ପକାଇ କୁକୁଡା ବଳିଦେଲେ ନାଗଦେବତା ସନ୍ତୁଷ୍ଟ ହୁଅନ୍ତି ବୋଲି ବିଶ୍ୱାସ ରହିଆସିଛି । ଏହି ବିଶ୍ୱାସରେ ଲୋକମାନେ ପ୍ରତିବର୍ଷ ଉପାସ ରଖିଥାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ