Masthead

ସରକାରୀ ନିଷ୍ପତ୍ତିକୁ ବିରୋଧ

କୋଣାର୍କ(ବଡ଼ ଖବର ବ୍ୟୁରୋ): ରାସ୍ତା କଡରେ ଥିବା ଉଠା ଦୋକାନୀ ମାନଙ୍କୁ ଭେଣ୍ଡିଂ ଜୋନ ଯୋଗାଇ ଦେବାକୁ ନେଇ ଆରମ୍ଭ ହୋଇଛି ବିବାଦ । ମାଘ ମେଳା ପଡିଆରେ କୋଣାର୍କ ଏନଏସି ପକ୍ଷରୁ ଭେଣ୍ଡିଂ ଜୋନ୍ ପାଇଁ ଦିଆଯାଇଥିବା ପ୍ରସ୍ତାବକୁୂ ସାଧାରଣରେ ବିରୋଧ କରାଯାଇଛି । ପ୍ରତିବର୍ଷ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ଆସିଥାନ୍ତି। ପଡିଆରେ ଲୋକମାନେ ରାତ୍ରି ଯାପନ କରୁଥିବାରୁ ଭିଡ଼ ଜମିଥାଏ। ତେଣୁ ଜିଲ୍ଲା ପ୍ରଶାସନ ଏହି ସ୍ଥାନକୁ ଭେଣ୍ଡିଂ ଜୋନ ଭାବେ ବ୍ୟବହାର କରିବା ନେଇ କୋଣାର୍କ ଏନ୍ଏସି ଅଫିସରେ ବୈଠକ ଅନୁଷ୍ଠିତି ହୋଇଯାଇଛି । ଯଦି ଆଗାମୀ ଦିନରେ କିଛି ସମସ୍ୟା ହୁଏ ପ୍ରଶାସନ ଦାୟୀ ରହିବ ବୋଲି କୋଣାର୍କ ସୁରକ୍ଷା ସମିତିର ସମ୍ପାଦକ ରାମକୃଷ୍ଣ ମହାନ୍ତି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ