Masthead

ଭାରତ ମଣ୍ଡପମରେ ଚମକୁଛି କୋଣାର୍କ ଚକ୍ର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆରମ୍ଭ ହୋଇଛି ଜି-୨୦ ସମ୍ମିଳନୀ । ପ୍ରଧାନମନ୍ତ୍ରୀ ମୋଦି ବିଶ୍ୱନେତା ମାନଙ୍କୁ ଏଠାରେ ସ୍ୱାଗତ କରିଛନ୍ତି । ଏହି ସ୍ୱାଗତ କାର୍ଯ୍ୟକ୍ରମରେ ସ୍ଥାନ ପାଇଛି ଓଡିଶାର ଐତିହ୍ୟ । ଜି-୨୦ ସମ୍ମିଳନୀରେ ଝଲସୁଛି ଓଡିଶାର ଐତିହ୍ୟ କୋଣାର୍କ ଚକ୍ର ।

 

ଏହାର ପ୍ରଚ୍ଛଦପଟରେ ଛିଡା ହୋଇ ବିଶ୍ୱ ନେତାଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସ୍ୱାଗତ ସମୟରେ କୋଣାର୍କ ଚକ୍ରର ମହତ୍ତ୍ୱ ବୁଝାଇଲେ ପ୍ରଧାନମନ୍ତ୍ରୀ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଶୁଣିଲେ କୋଣାର୍କ ଚକ୍ରର ବିଶେଷତ୍ୱ । ପ୍ରାଚୀନ ଜ୍ଞାନ, ଉନ୍ନତ ସଭ୍ୟତା ଏବଂ ଉତ୍କର୍ଷର ପ୍ରତୀକ ହେଉଛି କୋଣାର୍କ ଚକ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ