Masthead

ଭକ୍ତ ଶୂନ୍ୟ ମା’ରାମଚଣ୍ଡୀ ପୀଠ

କୋଣାର୍କ(ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ପାଇଁ ସାରା ବିଶ୍ୱରେ ହାହାକାର ପଡିଥିବା ବେଳେ ଏଥିରେ ଅଧିକ ପ୍ରଭାବିତ ହୋଇଛି ପର୍ଯ୍ୟଟନ ସ୍ଥଳୀ। ଏହାର ପ୍ରଭାବ କୋଣାର୍କର ବିଖ୍ୟାତ ପର୍ଯ୍ୟଟନ ସ୍ଥଳୀ ମା’ ରାମଚଣ୍ଡୀଙ୍କ ପୀଠରେ ପଡିଛି । ଅନଲକ ପକ୍ରିୟାରେ ମନ୍ଦିର ଖୋଲିଥିଲେ ମଧ୍ୟ ଏବେ ଭକ୍ତ ଶୂନ୍ୟ ମା’ ରାମଚଣ୍ଡୀଙ୍କ ପୀଠ। ଯେଉଁଠି ଦିନେ ଶହ ଶହ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳୁଥିଲା ସେହି ସ୍ଥାନ ଆଜି ନିରବ ଓ ନିସ୍ତବ୍ଧ।ଏବେ ମନ୍ଦିରକୁ ଲୋକମାନେ ଆସୁନଥିବାରୁ ଜୀବିକା ହରାଇଲେଣି ପୂଜା ଦୋକାନୀ । ମନ୍ଦିର ଅବହେଳିତ ଥିବା ପୂଜକ ସୂଚନା ଦେବା ପରେ ସରକାରଙ୍କୁ ସହାୟତା ପାଇଁ ନିବେଦନ କରିଛନ୍ତି ସ୍ଥାନୀୟ ଲୋକେ । ସରକାର ଯଥାଶୀଘ୍ର ସମସ୍ତ କୋଭିଡ ଗାଇଡ଼ ଲାଇନ ମଧ୍ୟରେ ଦେବଦେବୀ ମନ୍ଦିର ଖୋଲିବା ସହିତ ମା’ ରାମଚଣ୍ଡୀଙ୍କ ପୀଠର ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ