Masthead

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହିତ ଆଲୋଚନା କଲେ ଜିଲ୍ଲା ପ୍ରଶାସନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କୋରାପୁଟ ବସ ମାଲିକ ସଂଘ ଓ କର୍ମଚାରୀ ସଂଘ ସହିତ ଆଲୋଚନା କଲେ ଜିଲ୍ଲା ପ୍ରଶାସନ । କୋରାପୁଟରେ ସ୍ଵାଭାବିକ ହେଲା ବସ ଚଳାଚଳ । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ । କୋରାପୁଟରେ ଉଭୟ ବସ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁଁ ଜିଲ୍ଲାରେ ବସ ଚଳାଚଳରେ ବ୍ୟାଘାତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲ୍ଲାରେ ବସ ଚଳାଚଳ ସ୍ବାଭାବିକ ହୋଇଛି । ସାଧାରଣ ଯାତ୍ରୀଙ୍କ ସ୍ୱାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର