Masthead

୬ ଦଫା ଦାବିରେ କଂଗ୍ରେସର ବନ୍ଦ ଡାକରା

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ୧୨ ଘଣ୍ଟିଆ କୋରାପୁଟ ବନ୍ଦ । ୬ ଦଫା ଦାବି ନେଇ ବନ୍ଦ ଡାକରା ଦେଇଛି କଂଗ୍ରେସ । ଲକ୍ଷ୍ମୀପୁର ଆମ୍ବେଦକର ଛକରେ କଂଗ୍ରେସ ଦଳର ସଭାପତି କୈଳାସ ଚନ୍ଦ୍ର ଖୋସ୍ଲା ନେତୃତ୍ୱରେ ବନ୍ଦ ଡାକରା ଦିଆଯାଇଛି । ସାଂସଦ ପ୍ରତିନିଧି ପବିତ୍ର ସାଉଁତା, କଂଗ୍ରେସ ଯୁବ ନେତାଙ୍କ ଉପସ୍ଥିତରେ ବନ୍ଦ ପାଳନ କରାଯାଉଛି। ବନ୍ଦ ଡାକରାକୁ ସମର୍ତନ ଜଣାଇଛି ଲକ୍ଷ୍ମୀପୁର ବଜାର କମିଟି । ସମସ୍ତ ଦୋକାନ ବଜାର ବନ୍ଦ ରହିବା ସହ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼