Masthead

ଦ୍ରୁତ ଗତିରେ ମାଡି ଆସିଲା..ଲୋକଙ୍କ ଚଢେଇ ଚାଲିଗଲା

କୋରେଇ (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ୨୦ନଂ ଜାତୀୟ ରାଜପଥର ନୂଆଗଡ ଗୋଲେଇ ଛକ ନିକଟରେ କାର ଦୁର୍ଘଟଣାରେ ଜଣେ ମହିଳା ମୃତ ଓ ଅନ୍ୟ ୭ଜଣ ଆହତ। ଆହତଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ସୂଚନା ମୁତାବକ କୋରେଇ ଥାନା ନୂଆଗଡ ଗୋଲେଇ ଛକ ନିକଟରେ ଏକ କାର ଦୁର୍ଘଟଣାରେ ଜଣେ ମହିଳା ସମେତ ୮ଜଣ ଆହତ ହୋଇ ଦାନଗଦି ମେଡିକାଲକୁ ଆସିଥିଲେ। ମୃତକ ହେଲେ କୋରେଇ ଥାନା ବଳଦିଆ ଗ୍ରାମର ମମତା ସାମଲ ।

ଗୁରୁତର ଆହତ ଥିବା ଅଂଶୁ ଚୌଧୁରୀ ଓ ପିଙ୍କି ମାଝୀଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତ ମାନେ ଦାନଗଦି ମେଡିକାଲରେ ଭର୍ତ୍ତି ହୋଇ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ଆକାଶ ମଲ୍ଲିକ ଓ ପୂଜା ମଲ୍ଲିକଙ୍କୁ ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଆହତ ବ୍ୟକ୍ତିମାନଙ୍କ କହିବା ମୁତାବକ ଏକ କାର ଭାରସାମ୍ୟ ହରାଇ ସେମାନଙ୍କ ଉପରକୁ ମାଡି ଆସିଥିଲା। ତେବେ ଦୁର୍ଘଟଣଶର ସମ୍ମୁଖୀନ ହୋଇଥିବା ଲୋକେ ବ୍ୟାସନଗର ସହରକୁ କାଳିପୂଜା ଦେଖିବାକୁ ଆସିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ