Masthead

କୋଟିଆ ବିବାଦ: ଅନଙ୍ଗ କରିବେ ମାର୍ଗଦର୍ଶନ

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋଟିଆରେ ଆନ୍ଧ୍ର ନିର୍ବାଚନ ପ୍ରସଙ୍ଗ । ଆଇନଗତ ସହାୟତା ଲୋଡିଲେ ରାଜ୍ୟ ସରକାର । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ କୁମାର ପଟ୍ଟନାୟକଙ୍କ ସହାୟତା ଲୋଡିଛନ୍ତି ରାଜ୍ୟ ସରକାର । ଏଜି ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଲୋଡିଲେ ସହାୟତା । କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ ବିଷ୍ଣୁପଦ ସେଠୀ । ସମସ୍ତ ତଥ୍ୟ ନେଇ ଜଷ୍ଟିସଙ୍କ ସହ ବିଚାରବିମର୍ଷ ପାଇଁ ପରାମର୍ଶ ଦେଇଛନ୍ତି । ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଗୋଟିଏ ମାସର ମହଲତ ଦେଇଥିବା ବେଳେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ସହ ବିଚାରବିମର୍ଷ କରିବା ପାଇଁ କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ ।

ରାଜ୍ୟର ବିଭିନ୍ନ ସୀମାରେ ଆନ୍ଧ୍ର ଅନୁପ୍ରବେଶ କରୁଛି । ରାସ୍ତାଘାଟ, ସ୍କୁଲ ଓ ସ୍ୱାସ୍ଥ୍ୟ ଶିବିର କରିବା ସହ ଗତମାସ କୋରାପୁଟ କୋଟିଆରେ ନିର୍ବାଚନ ମଧ୍ୟ କରାଇଛି । କୋର୍ଟଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରି ଆନ୍ଧ୍ର ନିର୍ବାଚନ କରିଛି । ଯାହାକୁ ନେଇ ବିବାଦ ଆହୁରି ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର