Masthead

ଆନ୍ଧ୍ରର କୋଟିଆ ଦଖଲ ଉଦ୍ୟମ

କୋଟିଆ (ବଡ଼ ଖବର ବ୍ୟୁରୋ): କୋଟିଆ ଦଖଲ ପାଇଁ ବାହାରିଲେ ସାଲୁର ବିଧାୟକ । କୋରାପୁଟ ଜିଲ୍ଲା ପଟାଙ୍ଗି ବ୍ଲକର କୋଟିଆ ଗ୍ରାମପୁଞ୍ଜକୁ ଦଖଲ କରିବା ପାଇଁ ଅଣ୍ଟା ଭିଡିଛନ୍ତି ସାଲୁର ବିଧାୟକ ରାଜାନ୍ନା ଦୋରା ପିଡିକା । ଅଗଷ୍ଟ ୧୬ରେ ସେ ଯିବେ ଫଗୁଣସିନେରି ଓ ଫାଟୁସିନେରି । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସେଠାରେ ସେ କରିବେ ଶୁଭାରମ୍ଭ ।

ରାସ୍ତାକଡରେ ବୃକ୍ଷରୋପଣ, ପ୍ରାଥମିକ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ଓ କମ୍ୟୁନିଟି ସେଣ୍ଟର ଭୂମିପୂଜା କରିବେ ସାଲୁର ବିଧାୟକ । ଏହି କାର୍ଯ୍ୟକ୍ରମରେ ପାର୍ବତୀପୁରମ ପିଡି, ଉପଜିଲ୍ଲାପାଳ, ପୋଲିସ ଫୋର୍ସ ସହ ଯୋଗଦେବେ । ଅଗଷ୍ଟ ୧୫ରେ କୋଟିଆର ୨୨ଟି ଗାଁରେ ତେଲୁଗୁ ଭାଷାରେ ଫଳକ ମାରିବାକୁ ଆନ୍ଧ୍ର ଯୋଜନା କରିଛି । ତେଣେ କୋରାପୁଟ ଜିଲ୍ଲା ପ୍ରଶାସନ ହାତଯୋଡି ବସିଛି । କୋଟିଆରେ ୭୫ତମ ସ୍ୱାଧୀନତା ଦିବସ କୋରାପୁଟ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳନ କରାଯିବ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି