Masthead

ଅକ୍ଟୋବର ସୁଦ୍ଧା ଭାରତରେ କୋଭାଭାକ୍ସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ କମିବାରେ ଲାଗିଛି କରୋନା ସଂକ୍ରମଣ । କିନ୍ତୁ ଚିନ୍ତା ବଢାଇଲାଣି ତୃତୀୟ ଲହର । ଏହାରି ଭିତରେ ଆସିଛି ଆଉ ଏକ ଖୁସି ଖବର । ଭାରତକୁ ଖୁବଶୀଘ୍ର ମିଳିବାକୁ ଯାଉଛି ଆଉ ଏକ କରୋନା ଟିକା । ଯାହାକି ଶିଶୁ ଓ ପ୍ରାପ୍ତ ବୟସ୍କ ଲୋକେ ନେଇପାରିବେ ।

ଆମେରିକା ଫାର୍ମାସ୍ୟୁଟିକାଲ୍ସ ଫାର୍ମାର କରୋନା ଟିକା କୋଭାଭାକ୍ସ ଉଭୟ ପ୍ରାପ୍ତ ବୟସ୍କ ଓ ଶିଶୁଙ୍କ ପାଇଁ ଶୀଘ୍ର ଲଞ୍ଚ କରିବାକୁ ଯାଉଛି । ସୂଚନା ଦେଇଛନ୍ତି ସିରମ ଇନଷ୍ଟିଚ୍ୟୁଟ ସିଇଓ ଅଦାର ପୁନାୱାଲା । ଅକ୍ଟୋବର ସୁଦ୍ଧା ବୟସ୍କ ଲୋକଙ୍କ ପାଇଁ କୋଭାଭାକ୍ସ ଭାରତରେ ଉପଲବ୍ଧ ହେବ । ସେହିପରି କୋଭାଭାକ୍ସ ଟିକା ଛୋଟ ପିଲାଙ୍କ ପାଇଁ ୨୦୨୨ ଜାନୁୟାରୀରୁ ଫେବୃୟାରୀ ଭିତରେ ଆସିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ