Masthead

ପୁରୀରେ ପୂର୍ବତନ ମୁଖ୍ୟ ପ୍ରଶାସକ, ମହାପ୍ରଭୁଙ୍କୁ ଦର୍ଶନ କରି ହେଲେ ଭାବବିହ୍ବଳ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଶ୍ରୀମନ୍ଦିରର ପୂର୍ବତନ ମୁଖ୍ୟ ପ୍ରଶାସକ । ବାହୁଡ଼ା ଯାତ୍ରା ଅବସରରେ ପୁରୀରେ ପହଞ୍ଚିଥିଲେ ପୂର୍ବତନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର । ବଡ଼ ଠାକୁର ବଳଭଦ୍ରଙ୍କ ରଥ ଟାଣି ଆଶୀର୍ବାଦ କାମନା କରିଥିଲେ ।

ଏହି ଅବସରରେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତଙ୍କ ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ କ୍ରିଷନ । ପୂର୍ଣ୍ଣକାଳୀନ ଶ୍ରୀମନ୍ଦିର ପ୍ରଶାସକ ଭାବେ ରଞ୍ଜନ କୁମାର ଦାସଙ୍କ ଯୋଗଦାନ ପୂର୍ବରୁ ବୀର ବିକ୍ରମ ଯାଦବ କିଛି ଦିନ ପାଇଁ ମୁଖ୍ୟ ପ୍ରଶାସକ ଦାୟିତ୍ବରେ ଥିଲେ ।

ତାଙ୍କ ପୂର୍ବରୁ କ୍ରିଷନ କୁମାର ଦୁଇ ବର୍ଷ ପର୍ଯ୍ୟନ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ଥିଲେ । ତାଙ୍କ ସମୟରେ ସେ ରଥଯାତ୍ରା ବେଳେ ସେବାୟତଙ୍କ ଗହଣରେ ଶ୍ରୀଜଗନ୍ନାଥଙ୍କ ଜଣାଣ ଗାଇ ଚର୍ଚ୍ଚାର କେନ୍ଦ୍ର ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି