Masthead

୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାସନ ସର୍ଭେକୁ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ମୃତ ବ୍ୟକ୍ତି ଙ୍କ ନାଁ ରେ ଉଠୁଥିଲା ରାସନ । ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁଥିଲା ରାସନ । ରାଜ୍ୟ ସରକାରଙ୍କ ପକ୍ଷରୁ ଇକେୱାସି ପ୍ରକ୍ରିୟା ପରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତି ଙ୍କ ନାଁକୁ ବାଦ ଦିଆ ଯାଇଛି ।

ସର୍ବାଧିକ କେନ୍ଦୁଝରରେ ୩୫ ହଜାର ୫୫୦ ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହାତେଇ ଥିବା ବେଳେ ଗଞ୍ଜାମରେ ୨୫ ହଜାର ୭୮୯, ମୟୁରଭଞ୍ଜ ରେ ୨୩ ହଜାର ୭୯୯, ରାୟଗଡ଼ା ରେ ୨୨ ହଜାର ୪୧୧ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ଉଠୁ ଥିଲା ଚାଉଳ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର । ରାଜ୍ୟରେ ୧୬ ହଜାର ୧୮୪ ଅଯୋଗ୍ୟ ପରିବାର ରାସନ କାର୍ଡ ହାତେଇ ଥିଲେ । ବିଭିନ୍ନ ମାନ ଦଣ୍ଡ ରେ ସେମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ବାଦ ଦିଆଯାଇଛି ବୋଲି ଗୃହରେ ଲିଖିତ ଉତ୍ତର ରଖିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ