Masthead

ଜଳିଗଲା ତିନି ବଖରା ଘର

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକ ତିତିପ ଗାଁରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ମହେନ୍ଦ୍ର ବିଶ୍ୱାଳଙ୍କ ତିନି ବଖରା ଘର, ବାଇକ୍ ସହ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ । ଏଥିସହ ଦୁଇଟି ବଳଦ, ଗାଈ ବାଛୁରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଗାଈ ଗୁହାଳରେ ଦିଆଯାଇଥିବା ଧୂଆଁରୁ ନିଆଁଲାଗିଥିବା ଜଣାପଡିଛି । ଘଟଣାସ୍ଥଳରେ ମାଲୁଦ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛି । ଅଗ୍ନି ବିପନ୍ନଙ୍କ ପରିବାର ପାଖରେ ପ୍ରଶାସନ ପହଞ୍ଚି କ୍ଷୟକ୍ଷତିର ଆକଳନ କରି ସରକାରୀ ସହାୟତା ଯୋଗାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ