Masthead

ଦହି ଖାଇ ୩୦ଜଣ ଅସୁସ୍ଥ

କୁଚିଣ୍ଡା (ବଡ଼ ଖବର ବ୍ୟୁରୋ): ବୁଲା ବିକାଳିଙ୍କଠାରୁ ଦହି ଖାଇ ୩୦ ଅସୁସ୍ଥ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ ସାଲଭାଡି ପଞ୍ଚାୟତର ଲୁଙ୍ଗଡିଡିହି ଓ ବେନିଆପୋଷି ଗାଁର ଲୋକମାନେ ଜଣେ ବୁଲା ବେପାରୀଙ୍କଠାରୁ ଦହି କିଣି ଖାଇଥିଲେ । ଏହି ଦହି ଖାଇବା ପରେ ୩୦ରୁ ଉଦ୍ଧ୍ୱ ଲୋକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ କୁନ୍ତରା ଡାକ୍ତରଖାନା ଓ କୁଚିଣ୍ଡା ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଆଜି ବାଜିବ ଯୁଦ୍ଧ ସାଇରନ 🔴 ପାକିସ୍ତାନରେ ଲାଗୁ ହେଲା ବାଲ୍ୟ ବିବାହ ରୋକିବା ଆଇନ 🔴 କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ 🔴 ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ 🔴 ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ 🔴 ଚୀନ ସିସିଟିଭିକୁ ଭାରତରେ ନା