Masthead

ରାଜ୍ୟରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିଅଣ୍ଟିଆ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମରେ ୪୦ ପ୍ରତିଶତ ନିଆଣ୍ଟିଆ ବର୍ଷା ହୋଇଛି। ଆଉ କିଛି ଜିଲ୍ଲାରେ ମଧ୍ୟ ନିଅଣ୍ଟିଆ ବର୍ଷା ହୋଇଛି। ସେପ୍ଟେମ୍ବରରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ନିଅଣ୍ଟିଆ ବର୍ଷାକୁ ଦୃଷ୍ଟିରେ ରଖି କଣ୍ଟିଜେନ୍ସି ପ୍ଲାନ କରାଯାଇଛି। କୃଷି ବିଭାଗ ଆବଶ୍ୟକ ପଦକ୍ଷେପ ନେଉଛି।ଗଞ୍ଜାମରେ ହୋଇଛି ନିଅଣ୍ଟିଆ ବର୍ଷା. ସେଠାରେ ସ୍ୱାଭାବିକ ଠାରୁ ୪୦% କମ ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନକୁ କଣ୍ଟିଜେନ୍ସି ପ୍ଲାନ ଅନୁସାରେ କାମ କରିବାକୁ ନିର୍ଦେଶ ଦିଆଯାଇଛି । ଆଉ ଅଳ୍ପ କିଛି ଜିଲ୍ଲାରେ ବି କମ ବର୍ଷା ହୋଇଛି । ହେଲେ ସେପ୍ଟେମ୍ବରରେ ବର୍ଷା ହେବା ନେଇ ଆକଳନ ହୋଇଛି । ଅକ୍ଟୋବରରେ ବି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି