Masthead

ଅଭାବୀ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଏ ବର୍ଷ ଠିକ୍ ସମୟରେ ମୌସୁମୀ ଆସିଥିଲେ ମଧ୍ୟ ରାଜ୍ୟରେ ୨୯% ନିଅଣ୍ଟିଆ ବର୍ଷା ହୋଇଛି । ୧୨୦ ବର୍ଷରେ ୬ଥର ପାଇଁ ଏଭଳି ଅଭାବୀ ବର୍ଷା ରାଜ୍ୟରେ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି । ଚଳିତ ବର୍ଷ ଜୁନ୍ ୧ରୁ ଅଗଷ୍ଟ ୩୧ ମଧ୍ୟରେ ୬୬୧,୧ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ତେବେ ୧୯୨୪ରେ ୬୩୬.୨ମିମି, ୧୯୫୪ରେ ୬୪୬.୮ମିମି,୧୯୭୪ରେ ୬୫୮.୭ମିମି, ୧୯୮୭ରେ ୬୪୧,୪ମିମି ଏବଂ ୧୯୯୮ରେ ଶେଷଥର ପାଇଁ ୬୫୭.୫ମିମି ବର୍ଷା ରେକର୍ଡ କରାଯାଇଥିଲା ।

ଜୁନ୍ ୧ରୁ ଅଗଷ୍ଟ ୩୧ ମଧ୍ୟରେ କେବଳ ୬ ଟି ଜିଲ୍ଲାରେ ସ୍ୱାଭାବିକ ହୋଇଥିଲା ବେଳେ ବାକି ୨୪ ଜିଳ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ଏଥିମଧ୍ୟରୁ ଯାଜପୁର, ଭଦ୍ରକ, ବଲାଙ୍ଗୀର ଓ ଅନୁଗୁଳରେ ସର୍ବାଧିକ ୪୦% ଓ ତା ଠାରୁ ଅଧିକ ବର୍ଷା ହୋଇଛି । ସେହିପରି ଅଗଷ୍ଟରେ ୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୮ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବାର ପାଣିପାଗ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି