Masthead

ସମ୍ବଳ ଅଭାବରୁ ଉନ୍ନତ ଚିକିତ୍ସାରୁ ବଞ୍ଚିତ

ପୁରୀ(ବଡ଼ ଖବର ବ୍ୟୁରୋ): ଚିକିତ୍ସା ପାଇଁ ଅର୍ଥ ସାଜୁଛି ବାଧକ । ୧୦ବର୍ଷର ପୁଅକୁ ବ୍ଲଡ଼ କ୍ୟାନ୍ସର । କିନ୍ତୁ ପାଖରେ ସାଧନ ନଥିବା କାରଣରୁ ପୁଅକୁ ଭଲ ଡାକ୍ତରଙ୍କୁ ଦେଖାଇ ପାରୁନି ମା । ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ପାଟଳଦାପଞ୍ଚାୟତ କୁସୁମ୍ଭର ଗ୍ରାମର ସସ୍ମିତା ମହାନ୍ତି । ୧୦ ବର୍ଷ ତଳେ ସ୍ୱାମୀଙ୍କ ମୃତ୍ୟୁ ହୋଇଥିଲା । ଏତେବଡ଼ ଦୁଃଖ ନଯାଉଣୁ ଏବେ ୧୦ ବର୍ଷର ଛୋଟ ପୁଅକୁ ବ୍ଲଡ଼ କ୍ୟାନ୍ସର । ୭ମାସ ହେଲା ରୋଗରେ ପୀଡ଼ିତ । ପାଖରେ ସମ୍ବଳ ନଥିବାରୁ ପୁଅକୁ ଭଲ ଡାକ୍ତରଙ୍କୁ ଦେଖାଇପାରୁନାହାନ୍ତି ।

ଏବେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଛି ପୁଅ ଶୁଭମ । ପୁଅର ଅସୁସ୍ଥତାକୁ ନେଇ ଚିନ୍ତାରେ ସସ୍ମିତାଙ୍କର ମଧ୍ୟ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଲାଣି । ତେବେ ପୁଅର ଭବିଷ୍ୟତକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସସ୍ମିତା ଯଦି ଶୁଭମଙ୍କୁ କେହି ସହୃଦୟ ବ୍ୟକ୍ତି ସାହାଯ୍ୟ କରିବାକୁ ଚାହୁଁଥାନ୍ତି ତେବେ ୯୫୫୬୦୪୩୨୯୫ନଂରେ ସାହାଯ୍ୟ କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା