Masthead

ରାଜ୍ୟରେ ଟିକା ଅଭାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ଦେଖାଦେଇଛି ଟିକାକରଣର ଅଭାବ । ଆଜି ୧୨ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ । ବଲାଙ୍ଗୀର, ବାଲେଶ୍ବର, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା, କୋରାପୁଟ, ମୟୂରଭଞ୍ଜ, ପୁରୀ, ସମ୍ବଲପୁର ଓ ସୋନପୁର ଜିଲ୍ଲାକୁ ବାଦ୍ ଦେଇ ଅନ୍ୟ ଜିଲ୍ଲାରେ ଟିକାକରଣ କରାଯିବ। ସମୁଦାୟ ୪୨୮ ଟିକାକରଣ ଅଧିବେଶନ ଅନୁଷ୍ଠିତ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସମୁଦାୟ ୬୮୨ ଟିକାକରଣ ଅଧିବେଶନ ଅନୁଷ୍ଠିତ ହୋଇଥିଲା। ୧୮-୪୪ ବର୍ଗର ୩୬,୫୦୫ଜଣ ପ୍ରଥମ ଓ ୩୨,୦୪୯ଜଣ ଦ୍ବିତୀୟ ଡୋଜ୍ ଟିକା ନେଇଛନ୍ତି। ସେହିପରି ୪୫ବର୍ଷରୁ ଅଧିକ ୧୧,୫୬୮ ପ୍ରଥମ ଓ ୧୩,୧୬୯ ଦ୍ବିତୀୟ ଡୋଜ୍ ଟିକା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ୨କୋଟି ୩୬ଲକ୍ଷ ୭ହଜାର ୨୯ ଡୋଜ୍ ଟିକା ଦିଆଗଲାଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ